କେ. ବରିଡା ପଞ୍ଚାୟତର ବିରିବାଟିଆ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ବହୁ ଧୁମଧାମରେ ପାଳନ ହେବା ସହ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରତିଯୋଗିତା ମୂଳକ କାର୍ଯ୍ୟକ୍ରମ କରାଯାଇଛି। ଗୀତ ନାଚ ଖେଳକୁଦ ଭଳି ବିଭିନ୍ନ ପ୍ରତିଯୋଗିତା ରେ କୃତି ଛାତ୍ର ଛାତ୍ରୀକୁଂ ପୁରସ୍କାର ପ୍ରଦାନ କରାଯାଇଛି। ଆୟୋଜିତ କାର୍ଯ୍ଯକ୍ରମରେ ବେଗୁନିଆପଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବ୍ଲକ ଚେୟାରମ୍ୟାନକଂ ସମେତ ବହୁ ପଦାଧିକାରୀ ଉପସ୍ଥିତ ରହିବା ସହ ଛାତ୍ର ଛାତ୍ରୀ ମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି।
Subscribe to:
Post Comments (Atom)
ପାଇଖାନାରେ ଟାଙ୍କିରେ ପଡ଼ି ଆହତ ଯୁବକଙ୍କ ମୃତ୍ୟୁ
Kodala beguniapada news 6 122 ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ତାଳସର ଗ୍ରାମରେ ବାରିପଟେ ଥିବା ଏକ ପାଇଖାନା ଟାଙ୍କିରେ ପଡ଼ି ଗୁରୁତର ଆହତ ହୋଇଥିବା...
-
ଦାମୋଦରପୁର ମୁଖ୍ୟରାସ୍ତା ମରଣଯନ୍ତା, କାର୍ଯ୍ୟନିର୍ବାହୀ ଅଧିକାରୀ ସମସ୍ୟାର ତୁରନ୍ତ ପଦକ୍ଷେପ ନେଇ ପ୍ରତିଶ୍ରୁତି ଦେଲେ Kodala beguniapada news kodala be...
-
କୋଦଳା : ଫାଶି ମେଦିନୀପୁର ଠାରେ ଗତ କାଲି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ଗୋଟିପରିବାରର ୪ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ସେପଟେ ଅଗ୍ନ...
-
ବେଗୁନିଆପଡ଼ା ପରେ ଖଲ୍ଲିକୋଟ ବ୍ଲକରେ ଚାଷୀଙ୍କୁ ଅବହେଳା, ଧାନ କିଣାରେ ଦୁର୍ନୀତି, ସହାୟକ ମୂଲ୍ୟ, ବିଭିନ୍ନ ସରକାରୀ ଯୋଜନାରେ ଚାଷୀ ଅବହେଳିତ ପାଇଁ ଆଜି ଖଲ୍ଲିକୋ...

No comments:
Post a Comment