ଖଲ୍ଲିକୋଟ,ତା11/03/2018, ଖଲ୍ଲିକୋଟ ତହସିଲ ଅନ୍ତର୍ଗତ କହ୍ନେଇ ପୁର ରାଜସ୍ୱ ସର୍କଲରେ ବେଆଇନ୍ ପୋଡା ଇଟା ଭାଟି ଚାଲିଛି। ଜାତୀୟ ଗ୍ରୀନ୍ ଟ୍ରିବ୍ଯୁନାଲ୍ ପୋଡା ଇଟା ଭାଟି ଉପରେ କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ତାର ଖୋଲା ଉଲ୍ଲଘଂନ ଦେଖିବାକୁ ମିଳିଛି। ଲକ୍ଷ ଲକ୍ଷ ଟଙ୍କା ଆନୁସଙ୍ଗିକ ବ୍ୟବସ୍ଥା କରି ପ୍ରଶାସନିକ ଅଧିକାରୀଙ୍କୁ ଇଟା ଭାଟି ମାଫିଆ ମାନେ ନିଜ ନିୟନ୍ତ୍ରଣ ରେ ରଖିଥିବା ନେଇ ରାସ୍ତା ଘାଟ ଚର୍ଚ୍ଚା ଚାଲିଛି। ଅସାଧୁ ପ୍ରଶାସନିକ ଅଧିକାରୀ ଙ୍କ ପାଇଁ ସରକାର ରାଜସ୍ୱ ହେଉଥିବା ବେଳେ ଆଇନର ଅପବ୍ଯବହାର ଚାଲିଛି। ଏସବୁ ଘଟଣା ଦେଖି ରାଜ୍ୟ ସରକାର ନୀରବଦ୍ରଷ୍ଠା....!!
Subscribe to:
Post Comments (Atom)
ପାଇଖାନାରେ ଟାଙ୍କିରେ ପଡ଼ି ଆହତ ଯୁବକଙ୍କ ମୃତ୍ୟୁ
Kodala beguniapada news 6 122 ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ତାଳସର ଗ୍ରାମରେ ବାରିପଟେ ଥିବା ଏକ ପାଇଖାନା ଟାଙ୍କିରେ ପଡ଼ି ଗୁରୁତର ଆହତ ହୋଇଥିବା...
-
ଦାମୋଦରପୁର ମୁଖ୍ୟରାସ୍ତା ମରଣଯନ୍ତା, କାର୍ଯ୍ୟନିର୍ବାହୀ ଅଧିକାରୀ ସମସ୍ୟାର ତୁରନ୍ତ ପଦକ୍ଷେପ ନେଇ ପ୍ରତିଶ୍ରୁତି ଦେଲେ Kodala beguniapada news kodala be...
-
କୋଦଳା : ଫାଶି ମେଦିନୀପୁର ଠାରେ ଗତ କାଲି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ ଗୋଟିପରିବାରର ୪ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ସେପଟେ ଅଗ୍ନ...
-
ବେଗୁନିଆପଡ଼ା ପରେ ଖଲ୍ଲିକୋଟ ବ୍ଲକରେ ଚାଷୀଙ୍କୁ ଅବହେଳା, ଧାନ କିଣାରେ ଦୁର୍ନୀତି, ସହାୟକ ମୂଲ୍ୟ, ବିଭିନ୍ନ ସରକାରୀ ଯୋଜନାରେ ଚାଷୀ ଅବହେଳିତ ପାଇଁ ଆଜି ଖଲ୍ଲିକୋ...










No comments:
Post a Comment