ବ୍ରହ୍ମପୁର ସ୍ଥିତ ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ବିବାଦରେ। କେତେବେଳେ ଟେଣ୍ଡର ଫିକ୍ସିଂ ତ କେତେବେଳେ ଫଲସ୍ ବିଲ୍। ସିସିଟିଭି କ୍ୟାମେରା ଥାଇ ମଧ୍ୟ ସବୁ କିଛି ଏଠି ଠିକ୍ ଚାଲୁନି। ଆଜି ଦିନ ୧୧ ଟା ସମୟରେ ବେଗୁନିଆପଡ଼ା ଓ ପୋଲସରା ରେ ହୋଇଥିବା ଦୁର୍ନୀତି ସମ୍ପର୍କରେ ସୂଚନା ତଥ୍ଯ ପାଇବା ପାଇଁ ଅଫିସ କୁ ଯିବା ବେଳେ ଅଫିସରେ କୌଣସି କର୍ମଚାରୀ ମାନଙ୍କ ଦେଖିବାକୁ ମିଳିନଥିଲା। ଏଥିରୁ ସ୍ପଷ୍ଟ ଜଣାପଡୁଛି କେମିତି ଚାଲିଛି ଆମ ରାଜ୍ୟର ସରକାର ଓ ପ୍ରଶାସନ।
Subscribe to:
Post Comments (Atom)
ପାଇଖାନାରେ ଟାଙ୍କିରେ ପଡ଼ି ଆହତ ଯୁବକଙ୍କ ମୃତ୍ୟୁ
Kodala beguniapada news 6 122 ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ତାଳସର ଗ୍ରାମରେ ବାରିପଟେ ଥିବା ଏକ ପାଇଖାନା ଟାଙ୍କିରେ ପଡ଼ି ଗୁରୁତର ଆହତ ହୋଇଥିବା...
-
ବେଗୁନିଆପଡ଼ା : ବର୍ଷ ଶେଷରେ ଅଘଟଣ!! ହାତୀ ଉପଦ୍ରବରେ ଆତକଂ ପାଇକପଡା ଗ୍ରାମବାସୀ। ବେଗୁନିଆପଡ଼ା ବ୍ଲକର ବଡ଼ ଖଇରିଖମା ପଞ୍ଚାୟତର ପାଇକପଡା ଗ୍ରାମରେ ଗତକ...
-
ବେଗୁନିଆପଡ଼ା : ଭୂତକୋଠି ପାଲଟିଛି ମଠସରସିଂ ଶୌଚାଳୟ!! ସରକାର ସ୍ବଛ ଭାରତ ମିଶନ୍ ଜରିଆରେ କୋଟି କୋଟି ଟଙ୍କା ବିନିଯୋଗ କରିବା ସହ ଗାଁ ଗାଁ ରେ ଶୌଚାଳ...
-
ଦାମୋଦରପୁର ମୁଖ୍ୟରାସ୍ତା ମରଣଯନ୍ତା, କାର୍ଯ୍ୟନିର୍ବାହୀ ଅଧିକାରୀ ସମସ୍ୟାର ତୁରନ୍ତ ପଦକ୍ଷେପ ନେଇ ପ୍ରତିଶ୍ରୁତି ଦେଲେ Kodala beguniapada news kodala be...




No comments:
Post a Comment