ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ତାଳସର ଗ୍ରାମରେ ବାରିପଟେ ଥିବା ଏକ ପାଇଖାନା ଟାଙ୍କିରେ ପଡ଼ି ଗୁରୁତର ଆହତ ହୋଇଥିବା ନୃସିଂହ ମହାରଣା (୪୩)ଙ୍କ ମୃତ୍ୟୁ ଘଟିଛି । ପ୍ରାପ୍ତ ସୂଚନା ଅନୁଯାୟୀ ନୃସିଂହ ତାଙ୍କ ବାରିପଟେ ଥିବା ଏକ ଲାଟିନ ଟାଙ୍କିରେ ଭାରସାମ୍ୟ ହରାଇ ପଡ଼ିଥିବା ଯୋଗୁଁ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବା ପରେ ତାଙ୍କୁ ବ୍ରହ୍ମପୁର ଓ ପରେ କଟକ ସ୍ଥାନାନ୍ତର କରାଯାଇଥିଲା । ଗୁରୁବାର ତାଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ତାଙ୍କର ଦୁଇ ଝିଅ ଓ ଗୋଟିଏ ପୁଅ ରହିଥିବାବେଳେ ତାଙ୍କ ମୃତ୍ୟୁରେ ପରିବାର ଅସହାୟ ହୋଇପଡ଼ିଥିବା ଜଣାପଡ଼ିଛି । ତାଙ୍କ ମୃତ୍ୟୁରେ ଅଂଚଳରେ ଶୋକର ଛାୟା ଖେଳିଯାଇଛି ।
Subscribe to:
Post Comments (Atom)
ପାଇଖାନାରେ ଟାଙ୍କିରେ ପଡ଼ି ଆହତ ଯୁବକଙ୍କ ମୃତ୍ୟୁ
Kodala beguniapada news 6 122 ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ତାଳସର ଗ୍ରାମରେ ବାରିପଟେ ଥିବା ଏକ ପାଇଖାନା ଟାଙ୍କିରେ ପଡ଼ି ଗୁରୁତର ଆହତ ହୋଇଥିବା...
-
ବେଗୁନିଆପଡ଼ା : ବର୍ଷ ଶେଷରେ ଅଘଟଣ!! ହାତୀ ଉପଦ୍ରବରେ ଆତକଂ ପାଇକପଡା ଗ୍ରାମବାସୀ। ବେଗୁନିଆପଡ଼ା ବ୍ଲକର ବଡ଼ ଖଇରିଖମା ପଞ୍ଚାୟତର ପାଇକପଡା ଗ୍ରାମରେ ଗତକ...
-
ବେଗୁନିଆପଡ଼ା : ଭୂତକୋଠି ପାଲଟିଛି ମଠସରସିଂ ଶୌଚାଳୟ!! ସରକାର ସ୍ବଛ ଭାରତ ମିଶନ୍ ଜରିଆରେ କୋଟି କୋଟି ଟଙ୍କା ବିନିଯୋଗ କରିବା ସହ ଗାଁ ଗାଁ ରେ ଶୌଚାଳ...
-
ଦାମୋଦରପୁର ମୁଖ୍ୟରାସ୍ତା ମରଣଯନ୍ତା, କାର୍ଯ୍ୟନିର୍ବାହୀ ଅଧିକାରୀ ସମସ୍ୟାର ତୁରନ୍ତ ପଦକ୍ଷେପ ନେଇ ପ୍ରତିଶ୍ରୁତି ଦେଲେ Kodala beguniapada news kodala be...
No comments:
Post a Comment